ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତ ପରିପ୍ରେକ୍ଷୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ।ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟ ସରକାରଙ୍କ ତରଫରୁ ସ୍ୱାଗତ କରାଯାଇଥିଲା । ପରେ ତାଙ୍କ କାରକେଡ ସିଧାସଳଖ ରାଜଭବନ ଅଭିମୁଖେ ଯାଇଥିବା ଜଣାଯାଇଛି ।
