ରାଜ୍ୟସଭାକୁ ୪ ଜଣଙ୍କୁ ମନୋନୀତ କଲେ ରାଷ୍ଟ୍ରପତି

0 176

ନୂଆଦିଲ୍ଲୀ: ରାଜ୍ୟସଭା ପାଇଁ ୪ ଜଣ ବିଶିଷ୍ଟ ବ୍ୟକ୍ତି ମନୋନୀତ ହୋଇଛନ୍ତି। ଉଜ୍ଜ୍ୱଳ ଦେବରାଓ ନିକମ, ସି. ସଦାନନ୍ଦନ ମାଷ୍ଟର, ହର୍ଷବର୍ଦ୍ଧନ ଶ୍ରୀଙ୍ଗଲା ଏବଂ ଡ. ମିନାକ୍ଷୀ ଜୈନ ମନୋନୀତ ହୋଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ୪ ଜଣଙ୍କୁ ମନୋନୀତ କରିଛନ୍ତି। ଏନେଇ ଗୃହ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି 4 ବିଶିଷ୍ଟ ବ୍ୟକ୍ତିମାନଙ୍କୁ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି ।

hiranchal ad1
Leave A Reply

Your email address will not be published.

7 + 10 =