ଭୁବନେଶ୍ୱର : ବିଧାନସଭାର ଶୀତକାଳୀନ ଅଧିବେଶନର ଦ୍ୱିତୀୟ ଦିନରେ ମଧ୍ୟ ମମିତା ତାତି ଦେଖିବାକୁ ମିଳିଛି । ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟମାନେ ଏହି ପ୍ରସଂଗ ଉଠାଇ ଗୃହରେ ଜୋରଦାର ହଟ୍ଟଗୋଳ କରିଛନ୍ତି । ହଟ୍ଟଗୋଳ ମଧ୍ୟରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ଚଳାଇନପାରି ଅପରାହ୍ନ ୪ଟା ଯାଏ ଗୃହକୁ ମୁଲତବି ଘୋଷଣା କରିଛନ୍ତି ।