ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍‌ ନିଲମ୍ବିତ

0 238

ଭୁବନେଶ୍ୱର: ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍‌ ପ୍ରଧାନଙ୍କୁ ନିଲମ୍ବନ କରାଯାଇଛି। ତେବେ ଉଦିତ୍‌ଙ୍କୁ ଜାତୀୟ ଛାତ୍ର କଂଗ୍ରେସ ସଭାପତି(NSUI) ନିଲମ୍ବନ କରିଛନ୍ତି। ଉଦିତ୍‌ଙ୍କ ନାମରେ ବଳାତ୍କାର ଅଭିଯୋଗ ଆସିବା ପରେ ତାଙ୍କୁ ଦଳରୁ ନିଲମ୍ବନ କରାଯାଇଛି।

hiranchal ad1
Leave A Reply

Your email address will not be published.

3 × 4 =