ଭୁବନେଶ୍ବର ଆସିବେ ଗଡକରୀ

0 86

ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ଇଣ୍ଡିଆନ ରୋଡ କଂଗ୍ରେସର ୮୪ତମ ଅଧିବେଶନ। ଏଥିରେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରି ଯୋଗ ଦେବାର କାର୍ଯ୍ୟକ୍ରମର ରହିଛି।

hiring

ନଭେମ୍ବର ୭ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମୈଦାନରେ ଅଧିବେଶନ ଚାଲିବ ବୋଲି ସୂଚନା ମିଳିଛି।

hiranchal ad1
Leave A Reply

Your email address will not be published.

8 − 1 =