ଶିକ୍ଷାନୁଷ୍ଠାନରେ ସାମୁହିକ ଗାୟନ ହେଲା ବନ୍ଦେ ମାତରମ୍

0 42

ଭୁବନେଶ୍ୱର: ଓଡ଼ିଶା ଗାଇଲା ‘ବନ୍ଦେ ମାତରମ୍’ । ‘ବନ୍ଦେ ମାତରମ୍’ର ସଙ୍ଗୀତର ୧୫୦ ତମ ଶତବାର୍ଷିକୀ ପାଳିତ। ସମସ୍ତ ଶିକ୍ଷାନୁଷ୍ଠାନରେ ସାମୁହିକ ଗାୟନ ହେଲା ବନ୍ଦେ ମାତରମ୍। ଦିନ ୧୧ଟା ବେଳେ ଏକାଠି ଗାଇଲା ସାରା ରାଜ୍ୟ।  ସମସ୍ତ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟରେ ସାମୂହିକ ‘ବନ୍ଦେ ମାତରମ୍’ ଗାନ କରାଯାଇଛି। ଛାତ୍ରଛାତ୍ରୀ ଏକାଠି ହୋଇ ବନ୍ଦେ ମାତରମ୍ ଗାନ କରିବା ସହ ଆତ୍ମନିର୍ଭର ଭାରତ ସ୍ୱଦେଶୀ ସଂକଳ୍ପ ପାଠ କରିଛନ୍ତି। ସେହିଭଳି ସମସ୍ତ ସ୍କୁଲରେ ଜାତୀୟ ଯୁବ ଦିବସ ପାଳନ କରାଯାଇଛି।

hiring

ପୂର୍ବରୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଦ୍ୟାଳୟ, ଗଣଶିକ୍ଷା ଏବଂ ଉଚ୍ଚ ଶିକ୍ଷା ବିଭାଗକୁ ଚିଠି କରିଥିଲା । ଜୟପୁର, ବ୍ରହ୍ମପୁର, ବାଲେଶ୍ୱର ଓ ଭୁବନେଶ୍ୱର ମଣ୍ଡଳରେ ବିଭକ୍ତ କରାଯାଇ ବନ୍ଦେ ମାତରମ୍ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କରାଯାଇଥିଲା ।

hiranchal ad1
Leave A Reply

Your email address will not be published.

seventeen − 14 =