ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମପି ଦେବାଶିଷ 

0 76

ଭୁବନେଶ୍ବର: ବିଜେଡିକୁ ପୁଣି ଏକ ଝଟକା ମିଳିଛି । ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି ଦେବାଶିଷ । ତେବେ ସେ ଶଙ୍ଖ ଛାଡି ପଦ୍ମ ଧରିବା ନେଇ ଚର୍ଚ୍ଚା ଜୋର ଧରିଛି । ହେଲେ ସେ ବର୍ତ୍ତମାନ ସୁଦ୍ଧା ଏନେଇ କୌଣସି ଘୋଷଣା କରିନାହାନ୍ତି ।

hiranchal ad1
Leave A Reply

Your email address will not be published.

eighteen + 8 =