କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁଙ୍କୁ ମିଳିଲା ଅନ୍ତରୀଣ ସୁରକ୍ଷା

0 77

କଟକ : କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁଙ୍କୁ ମିଳିଲା ଅନ୍ତରୀଣ ସୁରକ୍ଷା । ମାର୍ଚ୍ଚ ୪ ତାରିଖରେ ଆଇଓଙ୍କ ନିକଟରେ ହାଜର ହେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ପ୍ରମାଣ ନଷ୍ଟ ନକରିବା ଏବଂ ପ୍ରାର୍ଥୀଙ୍କୁ ପ୍ରଭାବିତ ନକରିବାକୁ ସର୍ତ୍ତ ରଖିଛନ୍ତି କୋର୍ଟ । ମାର୍ଚ୍ଚ ୮ରେ ପରବର୍ତ୍ତୀ ଶୁଣାଣି ହେବ । ସେପର୍ଯ୍ୟନ୍ତ ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିବ ବୋଲି କୋର୍ଟ କହିଛନ୍ତି । ସରକାରୀ କର୍ମଚାରୀଙ୍କ ମାଡ ଘଟଣାରେ ଆଗୁଆ ଜାମିନ୍ ଲାଗି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ କେନ୍ଦ୍ରମନ୍ତ୍ରୀ ବିଶେଶ୍ବର ଟୁଡୁ ।

hiranchal ad1
Leave A Reply

Your email address will not be published.

fifteen + 7 =