ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପକ୍ଷରୁ ସ୍ୱଚ୍ଛ ଭାରତ ଅଭିଯାନ

0 89

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟ ପରିସର ଠାରେ ଗାନ୍ଧୀ ଜୟନ୍ତୀ ଅବସରରେ ଏକ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଉପସ୍ଥିତ ରହିଥିବା ବେଳେ ଅନ୍ୟତମ ଅତିଥି ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡକ୍ଟର ପ୍ରଦୀପ କୁମାର ପାତ୍ର , ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରାଙ୍କ ସମେତ ଚିକିତ୍ସାଳୟର କର୍ମଚାରୀମାନେ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ । ଏହିଭଳି କାର୍ଯ୍ୟକ୍ରମ ଚିକିତ୍ସାଳୟରେ ହୋଇଥିବାରୁ ସମସ୍ତଙ୍କ ମନରେ ଆନନ୍ଦ ଉତ୍ସାହ ଦେଖିବାକୁ ମିଳିଛି ।

hiring
hiranchal ad1
Leave A Reply

Your email address will not be published.

seventeen − 11 =