ଡରାଇଲା କୋରନା, ଖୁବଶୀଘ୍ର ଆସିବ ମାର୍ଗଦର୍ଶିକା

0 250

ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ତଥାପି ରାଜ୍ୟ ସରକାର ଖୁବଶୀଘ୍ର କରୋନା ମାର୍ଗଦର୍ଶିକା ଆଣିପାରନ୍ତି ବୋଲି ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର।

hiring

ରାଜ୍ୟରେ ପ୍ରତିଦିନ କିଛି କିଛି କରୋନା ରୋଗୀ ଚିହ୍ନଟ ହେଉଥିବା ବେଳେ ଏହା ଚିନ୍ତାର କାରଣ ସାଜିଛି। ବର୍ତ୍ତମାନ ସୁଦ୍ଧା ୭ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି। ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩ ରହିଛି। କରୋନାକୁ ନେଇ କୌଣସି ଭୟଭିତ ହେବାର ନାହିଁ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। ଅନ୍ୟପକ୍ଷେ ରାଜ୍ୟ ସରକାର ମଧ୍ୟ କରୋନା ମୁକାବିଲା ନେଇ ପ୍ରସ୍ତୁତ ରହିଛନ୍ତି।

hiranchal ad1
Leave A Reply

Your email address will not be published.

two × two =