ଘୂର୍ଣ୍ଣିବଳୟ:ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ପୂର୍ବାନୁମାନ

0 167

ଭୁବନେଶ୍ବର: ବଙ୍ଗୋପସାଗରରେ ସକ୍ରିୟ ହେଉଛି ମୌସୁମୀ । ଆସନ୍ତା ୨୪ ତାରିଖରେ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପ୍ରଭାବରେ ଆଜି ଆଭ୍ୟନ୍ତରୀଣ ଓ ଉପକୂଳ ଜିଲ୍ଲାମାନଙ୍କରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ୨୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

hiranchal ad1
Leave A Reply

Your email address will not be published.

3 × 1 =