ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

0 38

ଭୁବନେଶ୍ବର: ଆଜି ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ସେ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର୍ ଗଣେଶୀଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଗାର୍ଡ ଅଫ୍ ଅର୍ନର ପ୍ରଦାନ କରାଯାଇଛି।

hiranchal ad1
Leave A Reply

Your email address will not be published.

three × 2 =