ଟିକପାଲିରେ ପୂର୍ବଶତ୍ରୁତାକୁ ନେଇ ହତ୍ୟାକାଣ୍ଡ

0 421

ପାଟଣାଗଡ଼ : ବଲାଙ୍ଗୀର ଜିଲ୍ଲା ପାଟଣାଗଡ ଏନଏସି ଅନ୍ତର୍ଗତ ୧୧ ନମ୍ବର ୱାର୍ଡ ଟିକପାଲିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜିତେନ୍ଦ୍ର ବନଗୁଳାକୁ ହତ୍ୟା କରାଯାଇଛି । ଘଟଣା ସ୍ଥଳରେ ପାଟଣାଗଡ ପୋଲିସ୍‌ ପହଞ୍ଚିଛି ଜିତେନ୍ଦ୍ରକୁ ଡାକ୍ତରଖାନାକୁ ପଠାଇଥିଲେ । ଡାକ୍ତର ଜିତେନ୍ଦ୍ରକୁ ମୃତ ଘୋଷଣା କରିଥିଲେ । ଘଟଣା ସ୍ଥଳରୁ ଅଭିଯୁକ୍ତ ଉଆଁସୁ ପୋଢ଼ ଫେରାର ଥିବା ବେଳେ ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

hiranchal ad1
Leave A Reply

Your email address will not be published.

five × five =