ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଚାଉଳ ଏଟିଏମ୍‌ ଖୋଲିବେ ରାଜ୍ୟ ସରକାର

0 76

ଭୁବନେଶ୍ୱର,୨୦।୬: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ନିଷ୍ପତ୍ତି ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ରାଜଧାନୀ ଭୁବନେଶ୍ୱରରେ ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଏହି ଚାଉଳ ଏଟିଏମ୍‌ ଖୋଲିବ। ଏଥିପାଇଁ ହିତାଧିକାରୀଙ୍କୁ ସ୍ୱତନ୍ତ୍ର କାର୍ଡ ଦିଆଯିବ, ଯାହାଦ୍ୱାରା ସେମାନେ ଚାଉଳ ଉଠାଇବେ।

hiring

ଏହି ଉପାୟରେ ମେସିନ୍‌ରେ କାର୍ଡ ଗଳାଇଲେ ଚାଉଳ ବାହାରିବ। ଆଗାମୀ ସପ୍ତାହକ ମଧ୍ୟରେ ରାଜଧାନୀ ଭୁବନେଶ୍ବରରେ ଏହି ବ୍ୟବସ୍ଥା ଆରମ୍ଭ କରାଯିବ। ପରେ ରାଜ୍ୟର ସବୁ ଜିଲାରେ ଏପରି ଚାଉଳ ଏଟିଏମ୍‌ ଖୋଲାଯିବ।

hiranchal ad1
Leave A Reply

Your email address will not be published.

10 − 10 =