ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ସାମ୍ବାଦିକ

0 332

ଦଶପଲ୍ଲା : ୫ ଦଫା ଦାବି ନେଇ ଉତ୍କଳ ସାମ୍ବାଦିକ ସଂଘ ନୟାଗଡ଼ ଶାଖା ତରଫରୁ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି । ଆଜି ଦିବା ୧୦ ଘଟିକା ସମୟରୁ ଧାରଣା ଆରମ୍ଭ ହୋଇଥିବାବେଳେ, ନିମ୍ନଲିଖିତ ଦାବି ଗୁଡିକୁ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଛି ।
୧.ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ ।
୨. ଅନ୍ୟ ରାଜ୍ୟ ପରି ଓଡ଼ିଶାରେ ବୟସ୍କ ସାମ୍ବାଦିକଙ୍କୁ ପେନ୍‌ସନ୍‌ ପ୍ରଦାନ ।
୩. ଅସ୍ୱୀକୃତି କମିଟି ପୁନଃଗଠନ ଓ ବ୍ଲକ୍‌ ଠାରୁ ରାଜ୍ୟସ୍ତର ପର୍ଯ୍ୟନ୍ତ ବ୍ୟାପକ ଅସ୍ୱୀକୃତି ପ୍ରଦାନ ।
୪.ପ୍ରବର୍ତ୍ତିତ ସ୍ୱାସ୍ଥ୍ୟବୀମା ଯୋଜନାରେ ପିତାମାତା ଓ ପଚିଶି ବର୍ଷରୁ ଉଦ୍ଧ୍ୱର୍ ବୟସ୍କ ନିର୍ଭରଶୀଳ ସନ୍ତାନ ମାନଙ୍କୁ ସାମିଲ ।
୫.ପ୍ରେସ୍‌ ଏକାଡେମୀ ଗଠନ ସହ ଭୁବନେଶ୍ୱରେ ଏକାଡେମୀ କାର୍ଯ୍ୟାଳୟ ସ୍ଥାପନ ।

hiring

hiranchal ad1
Leave A Reply

Your email address will not be published.

12 + 11 =