ରାଜ୍ୟରେ ହଟିଲା ନାଇଟ୍‌ କର୍ଫ୍ୟୁ

0 65

ଭୁବନେଶ୍ୱର : ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମୁଥିବାରୁ ନାଇଟ୍‌ କର୍ଫ୍ୟୁକୁ ହଟାଇ ଦେଇଛନ୍ତି ରାଜ୍ୟ ସରକାର । ଏ ନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟର ସମସ୍ତ ସହରାଞ୍ଚଳରେ ଆସନ୍ତା ଫେବୃଆରୀ ୨୮ ତାରିଖ ଯାଏଁ ରାତି ୧୦ଟାରୁ ସକାଳ ୫ଟା ଯାଏଁ ନାଇଟ୍‌ କର୍ଫ୍ୟୁ ଲଗାଯାଇଥିଲା । କିନ୍ତୁ କରୋନା ସଂକ୍ରମଣ ଦ୍ରୁତ ଗତିରେ ହ୍ରାସ ପାଉଥିବାରୁ ରାଜ୍ୟ ସରକାର ଏହାକୁ ଆଜିଠାରୁ ହଟାଇ ଦେଇଛନ୍ତି ।

hiranchal ad1
Leave A Reply

Your email address will not be published.

4 × 5 =