ପଦ୍ମଶ୍ରୀ କମଳା ପୂଜାରୀଙ୍କୁ ଏସସିବି ସ୍ଥାନାନ୍ତର

0 82

ଜୟପୁର: ପଦ୍ମଶ୍ରୀ କମଳା ପୂଜାରୀଙ୍କୁ କଟକ ବଡ଼ ମେଡିକାଲ(ଏସ୍‌ସିବି)କୁ ସ୍ଥାନାନ୍ତର କରାଯାଇଛି। ଅଧିକ ଚିକିତ୍ସା ପାଇଁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା କୋରାପୁଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର ଦିଲୀପ ବିଶ୍ଵାଳ କହିଛନ୍ତି।ସେ  କହିଛନ୍ତି, କମଳା ପୂଜାରୀଙ୍କୁ ଝାଡ଼ା ଓ ଜ୍ୱର ହେଉଥିଲା।  ଚିକିତ୍ସା ପରେ ତାଙ୍କର ଝାଡ଼ା ଓ ଜ୍ୱର କମିଯାଇଛି। ତାଙ୍କର ରକ୍ତ ଓ ପରିଶ୍ରା ପରୀକ୍ଷା କରିବା ପରେ ୟୁରିଆ ଓ କ୍ରେଟିନ୍ ଅଧିକ ଆସିବାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ତାଙ୍କ ଅବସ୍ଥା ଭଲ ଅଛି।

hiranchal ad1
Leave A Reply

Your email address will not be published.

sixteen − 15 =