ବାଇଶିପଲ୍ଲୀ ଅଂଚଳରେ ଅନୁଷ୍ଠିତ ହେଲା ସ୍ୱାସ୍ଥ୍ୟମେଳା

0 71

ଦଶପଲ୍ଲା : ଜାତୀୟ ସ୍ୱାସ୍ଥ୍ୟ ମିଶନ ଓ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ଓଡିଶା ଦ୍ୱାରା ଗଣିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ତରଫରୁ ନୟାଗଡ଼ ଜିଲ୍ଲାର ଉପାନ୍ତ ତଥା ଆଦିବାସୀ ଅଧ୍ୟୁଷିତ ବଡ଼ଶିଲିଙ୍ଗା ଉପକେନ୍ଦ୍ର ଠାରେ ଆଜି ଉପକେନ୍ଦ୍ର ସ୍ତରୀୟ ସ୍ୱାସ୍ଥ୍ୟମେଳା ଆୟୋଜିତ ହୋଇଥିଲା । ଭାରପ୍ରାପ୍ତ ଚିକିତ୍ସା ଅଧିକାରୀଙ୍କ ନିର୍ଦ୍ଦେଶ ମୁତାବକ ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ର ତରଫରୁ ବିଭିନ୍ନ ବିଭାଗର ଅଭିଜ୍ଞତା ସମ୍ପନ୍ନ ଚିକିତ୍ସକ, ସିଏଚଓ, ପିଏଚଓ ତଥା ବିଭିନ୍ନ ସ୍ୱାସ୍ଥ୍ୟକର୍ମୀ ମାନେ ଉକ୍ତ ମେଳାରେ ଯୋଗଦେଇ ପ୍ରାୟ ୩୦୦ରୁ ଉଦ୍ଧ୍ୱର୍ ବିଭିନ୍ନ ବିଭାଗର ରୋଗୀଙ୍କୁ ସ୍ୱାସ୍ଥ୍ୟ ପରୀକ୍ଷା କରି ଆବଶ୍ୟକ ଔଷଧ ପ୍ରଦାନ କରିଥିଲେ ।

hiranchal ad1
Leave A Reply

Your email address will not be published.

four × 5 =