ମାଟିଆପଡା ପରିଦର୍ଶନ କଲେ ଜିଲ୍ଲାପାଳ

0 114

ପୁରୀ : ପୁରୀ ମାଟିଆପଡା କୋଣାର୍କ ରେଲୱେ ଓଭର ବ୍ରିଜ ନିର୍ମାଣ ପାଇଁ ଆରମ୍ଭ ହୋଇଛି କାର୍ଯ୍ୟ । ହିତାଧିକାରୀ ମାନଙ୍କୁ କ୍ଷତି ପୂରଣ ପ୍ରଦାନ କରାଯାଉଛି । ଏହାକୁ ତ୍ୱରାନ୍ୱିତ କରିବା ପାଇଁ ଜିଲ୍ଲାପାଳ ସମର୍ଥ ବର୍ମା ଆଜି ପୂର୍ବାହ୍ନରେ ମାଟିଆପଡା ଅଞ୍ଚଳ ବୁଲି ଦେଖିବା ସହ ହିତାଧିକାରୀଙ୍କ ସହ କଥା ହୋଇଥିଲେ । ଜିଲ୍ଲାପାଳଙ୍କ ସହ ଡେପୁଟି କଲେକ୍ଟର ପ୍ରଶାନ୍ତ କୁମାର ଜେନା, ରଞ୍ଜନ ବେହେରା, ଜାତୀୟ ରାଜପଥର ପ୍ରତିନିଧି ଓ ଅନ୍ୟାନ୍ୟ ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

4 + 12 =