ଶାଶୁ–ବୋହୂଙ୍କୁ ଗଳାକାଟି ହତ୍ୟା

0 58

ବଲାଙ୍ଗୀର : ବଲାଙ୍ଗୀର ତୁଷୁରା ଥାନା ନୂଆପଡାରେ ଗାଁରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି ବୋଲି ଆଜି ଖବର ମିଳିଛି। ଘର ଭିତରେ ଶାଶୁ –ବୋହୂଙ୍କୁ ଗଳାକାଟି ହତ୍ୟା କରାଯାଇଛି। ଉଭୟ ଶାଶୁ ଓ ବୋହୂଙ୍କୁ କିଏ ଓ କାହିଁକି ହତ୍ୟା କରିଛି ସେନେଇ କୌଣସି ସୂଚନା ମିଳି ନାହିଁ। ଖବର ପାଇ ତୁଷୁରା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

hiranchal ad1
Leave A Reply

Your email address will not be published.

10 − eight =