କଟକ ବାଲିଯାତ୍ରା ନେଇ ଆସିଲା ବଡ ଖବର

0 109

କଟକ: ବିଶ୍ୱ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଦ୍ୱାରା ବାଲିଯାତ୍ରା ଆଜି ଅର୍ଥାତ୍‌ ୧୨ ତାରିଖ ପରିବର୍ତ୍ତେ ଆସନ୍ତାକାଲି(ଗୁରୁବାର) ୧୩ ତାରିଖରେ ଉଦ୍‌ଯାପିତ ହେବ।

hiring

ବାଲିଯାତ୍ରା ପ୍ରତି ସାଧାରଣ ଲୋକଙ୍କ ଆକର୍ଷଣ ଓ ଆଗ୍ରହ ତଥା ମେଳାରେ ବ୍ୟବସାୟୀମାନଙ୍କ କାରବାରକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହାର ଅବଧି ବୃଦ୍ଧି କରିଛନ୍ତି।

hiranchal ad1
Leave A Reply

Your email address will not be published.

ten + seven =