ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ

0 125

ଭୁବନେଶ୍ବର : ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ଆରମ୍ଭ ହୋଇଛି । ମୌସୁମୀ ଅଧିବେଶନରେ ଦିବଂଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଗୃହରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଶାର ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆ, ପୂର୍ବତନ ଉପବାଚସ୍ପତି ଓ ରାଷ୍ଟ୍ରମନ୍ତ୍ରୀ ବିଭୁତି ଭୂଷଣ ସିଂ ମର୍ଦ୍ଦରାଜ, ପୂର୍ବତନ ବିଧାୟକ ପ୍ରସନ୍ନ କୁମାର ପଟ୍ଟନାୟକ, ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ, ପୂର୍ବତନ ବିଧାୟକ ନିରଞ୍ଜନ ହେମ୍ବ୍ରମ, ପୂର୍ବତନ ବିଧାୟକ ପ୍ରଫୁଲ୍ଲ କୁମାର ଭଞ୍ଜ, ପୂର୍ବତନ ବିଧାୟକ ମହମ୍ମଦ ରଫିକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ।

hiring

ଦିବଂଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ପରେ ଗୃହ ମୁଲତବୀ । ଶୁକ୍ରବାର ଯାଏଁ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି ସୁରମା ପାଢ଼ୀ ।

hiranchal ad1
Leave A Reply

Your email address will not be published.

thirteen + 20 =