ବିଭିନ୍ନ ଜିଲ୍ଲାରେ ‘ଓଡ଼ିଶା ବନ୍ଦ’ର ପ୍ରଭାବ

0 37

ଭୁବନେଶ୍ୱର: ଧାନକିଣା ଅବ୍ୟବସ୍ଥା, ଯାନବାହନ ପ୍ରଦୂଷଣ ସାର୍ଟିଫିକେଟ୍‌ ଆଳରେ ମାତ୍ରାଧିକ ତଣ୍ଡ ଆଦାୟ, ଟାଟା କମ୍ପାନିର ମନମାନି ବିରୋଧରେ ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି ନବନିର୍ମାଣ କୃଷକ ସଂଗଠନ। ଆଜି ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ୮ ଘଣ୍ଟିଆ ରାଜ୍ୟବ୍ୟାପୀ ଆନ୍ଦୋଳନ ଜାରି ରହିଛି। ଏହି ବନ୍ଦ ଡାକରାକୁ ରାଜ୍ୟ କଂଗ୍ରେସ, ବାମ ଦଳ ଓ ବିଭିନ୍ନ ସାମାଜିକ ସଂଗଠନ ସମର୍ଥନ ଜଣାଇଛନ୍ତି। ବିଜେଡି ଏହାକୁ ସ୍ବାଗତ କରିଥିଲେ ହେଁ ବିଧିବଦ୍ଧ ସମର୍ଥନ ଦେଇନାହିଁ। ଓଡିଶା ବନ୍ଦର ପ୍ରଭାବ ରାଜ୍ୟର କିଛି ଜିଲ୍ଲାରେ ଦେଖିବାକୁ ମିଳିଛି | 

hiranchal ad1
Leave A Reply

Your email address will not be published.

thirteen − seven =