ବାଲୁକା କଳା ମାଧ୍ୟମରେ ପେଲେଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମାନସ କୁମାର

0 66

ପୁରୀ : ବ୍ରାଜିଲର କିମ୍ବଦନ୍ତୀ ପୁଟବଲ ଖେଳାଳି ପେଲେଙ୍କ ନିଧନରେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ବାଲୁକା କଳା ମାଧ୍ୟମରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ବାଲୁକା କଳାରେ ବିଶ୍ୱ ବିଖ୍ୟାତ ଫୁଟବଲ ଖେଳାଳି ପେଲେଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରିଛନ୍ତି ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ । ଏହି ବାଲୁକା ମୂର୍ତ୍ତିଟି ୧୫ ଫୁଟ ଓସାର ବିଶିଷ୍ଟ ଏବଂ ଏଥିରେ ୧୫ ଟନ ବାଲି ଉପଯୋଗ କରାଯାଇଛି । ଏହାକୁ ନିର୍ମାଣ କରିବାକୁ ମାନସ ସାହୁଙ୍କୁ ୪ ଘଣ୍ଟା ସମୟ ଲାଗିଥିଲା । ଏଥିରେ ସେ” A Hero Never Dies! Long Live Pele!ର ବାର୍ତ୍ତା ଦେଇଛନ୍ତି ।

hiranchal ad1
Leave A Reply

Your email address will not be published.

nine − five =