ଜଗବନ୍ଧୁଙ୍କୁ ବାନ୍ଧିଲା ଇଡି

0 31

ଭୁବନେଶ୍ୱର: ରିମାଣ୍ଡ ଅ‍ବଧି ସରିବା ପରେ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ବାନ୍ଧିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ମନି ଲଣ୍ଡରିଂ ମାମଲାରେ ପ୍ରମାଣ ପାଇବା ପରେ ଜଗବନ୍ଧୁଙ୍କୁ ଆଜି ଗିରଫ କରିଛି ଇଡି। ଜଗବନ୍ଧୁଙ୍କ ରିମାଣ୍ଡ ଆଜି ସରିବା ପରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଦ୍ୱିତୀୟ ଥର ପାଇଁ ଜଗବନ୍ଧୁଙ୍କୁ ରିମାଣ୍ଡରେ ନେବାକୁ ଯୋଜନା କରୁଛି ଇଡି। ପ୍ରଥମେ ଇଡି ଅର୍ଚ୍ଚନା ଓ ଖଗେଶ୍ୱର ପାତ୍ରଙ୍କୁ ଗିରଫ କରିଥିଲା।

hiranchal ad1
Leave A Reply

Your email address will not be published.

eight − 2 =