ସ୍ବାଭାବିକ ହେଲା ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି

0 37

ଭୁବନେଶ୍ୱର: ୨ ଦିନ ଉପାସରେ ରଖିବା ପରେ ସ୍ବାଭାବିକ ହୋଇଛି ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି । ମଙ୍ଗଳ ଆଳତି ପରେ ବର୍ତ୍ତମାନ ଧାଡ଼ି ଦର୍ଶନ ଚାଲିଥିବା ଜଣାପଡ଼ିଛି। ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି ସୂଚନା ଦେଇଛନ୍ତି। ଗତକାଲି ମକର ସଂକ୍ରାନ୍ତିରେ ଉପାସରେ ଥିଲେ ପ୍ରଭୁ ଶ୍ରୀଲିଙ୍ଗରାଜ। ବଡୁ ଓ ବ୍ରାହ୍ମଣ ନିଯୋଗ ମଧ୍ୟରେ ବିବାଦ ଯୋଗୁ ନୀତିକାନ୍ତି ବନ୍ଦ ଥିଲା।

hiranchal ad1
Leave A Reply

Your email address will not be published.

3 × three =