ଫୁଲବାଣୀ : କନ୍ଧମାଳ ଜିଲ୍ଲାର ବିଜୁ ଜନତା ଦଳର ବିମଳେନ୍ଦୁ ପାଢ଼ୀଙ୍କୁ ଫୁଲବାଣୀ ପୌରପରିଷଦ ସଭାପତି ଭାବେ ଘୋଷିତ କରାଯାଇଛି । ଘୋଷଣା ପରେ ଶ୍ରୀ ପାଢୀ ରାଜ୍ୟ ବିଜେଡ଼ି ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ସାଙ୍ଗଠନିକ ସମ୍ପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ, କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ, ଜିଲ୍ଲାର ସମସ୍ତ ବିଧାୟକ ଓ ଜିଲ୍ଲା ପର୍ଯ୍ୟବେକ୍ଷକ ବିଜୟ ନାୟକ, କନ୍ଧମାଳ ଜିଲ୍ଲା ସଭାପତି ସରୋଜଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି ।