ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ

0 107

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ଆଜି ସକାଳୁ ୩ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନ ଆଉ ଜଣେ ଚିହ୍ନଟ ହୋଇଛନ୍ତି । ସେ ଯାଜପୁର ଜିଲ୍ଲାର ବୋଲି ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ଏହି କରୋନା ପଜିଟିଭ ବ୍ୟକ୍ତି ପଶ୍ଚିମବଙ୍ଗରୁ ଫେରିଥିବା ଜଣାପଡିଛି । ବ୍ୟକ୍ତିଙ୍କ ବୟସ ୩୮ ବର୍ଷ ବୋଲି କୁହାଯାଇଛି । ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମଣଙ୍କ ସଂଖ୍ୟା ୮୩ରେ ପହଞ୍ଚିଛି ।

hiranchal ad1
Leave A Reply

Your email address will not be published.

13 − four =