ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

0 64

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଉତ୍ତରପଶ୍ଚିମ ତତ୍‌ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବ।ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମସ୍ତ ଜିଲାରେ ଘଡ଼ଘଡ଼ି ସହିତ ବର୍ଷ ହେବାର ସମ୍ଭାବନା ରହିଛି। ଏହି ଗଭୀର ଅବପାତରେ ପରିଣତ ହୋଇ ୨୧ ତାରିଖ ଯାଏ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷା କରାଇବା ନେଇ ପୂର୍ବାନୁମାନ କରାଯାଇଛି।

hiranchal ad1
Leave A Reply

Your email address will not be published.

3 × one =