ରୋଗୀ ସଂଖ୍ୟା ଦେଖି ବେଡ ସଂଖ୍ୟା ବଢ଼ାଯିବ : ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

0 71

ଭୁବନେଶ୍ୱର : ଆସନ୍ତା ୨ ମାସ କରୋନା ସଂକ୍ରମଣ ବଢ଼ିକି ରହିବ । ଅନ୍ୟ ଦେଶରେ ମଧ୍ୟ ସଂକ୍ରମଣ ବ୍ୟାପୁଛି । ଅଧିକାଂଶ ଆକ୍ରାନ୍ତଙ୍କର ସାମନ୍ୟ ଲକ୍ଷଣ ଅଛି ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ୪ରୁ ୫ଟି ଜିଲ୍ଲାରେ ଟିପିଆର ଅଧିକ ରହିଛି । କିନ୍ତୁ ମୃତ୍ୟୁ, ହସ୍ପିଟାଲାଇଜେସନ ଓ ଆଇସିୟୁ ଆବଶ୍ୟକତା କମ ରହୁଛି । ମଙ୍ଗଳବାର ମୁଖ୍ୟମନ୍ତ୍ରୀ ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରି ସମସ୍ତ ଜିଲ୍ଲାପାଳମାନଙ୍କୁ ଆବଶ୍ୟକ ଅନୁସାରେ କ୍ଲଷ୍ଟର କଣ୍ଟେନମେଣ୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ରୋଗୀ ସଂଖ୍ୟା ଦେଖି ବେଡ଼ ସଂଖ୍ୟା ବଢ଼ାଯିବ ।

hiranchal ad1
Leave A Reply

Your email address will not be published.

seven + 17 =