ପୁଣି ମନ୍ତ୍ରୀ ଓ ବିଧାୟକଙ୍କ ହେବ କୋଭିଡ ଟେଷ୍ଟ

0 60

ଭୁବନେଶ୍ୱର: କରୋନାର ପ୍ରଥମ ଓ ଦ୍ୱିତୀୟ ଲହର ସମସ୍ତଙ୍କୁ କଲବଲ କରିଦେଇଥିବାବେଳେ ଆଗକୁ ତୃତୀୟ ଲହର ଆସୁଛି । ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ଏବେ ଠୁ ସମସ୍ତ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଏବେ ପୁଣି ମନ୍ତ୍ରୀ ଓ ବିଧାୟକଙ୍କ ହେବ କୋଭିଡ ଟେଷ୍ଟ କରାଯିବ ।ଏନେଇ ବିଧାନସଭାର ସବୁ ସଦସ୍ୟଙ୍କୁ ବିଧାନସଭା ସଚିବ ଚିଠି କରିଛନ୍ତି । ଆସନ୍ତା ୧୦ ଓ ୧୧ ତାରିଖରେ ବିଧାନସଭା ପରିସରରେ ସମସ୍ତଙ୍କ ଆରଟିପିସିଆର ଟେଷ୍ଟ କରାଯିବ ।  ବିଧାୟକ, ସେମାନଙ୍କ ଡ୍ରାଇଭର, ପିଏସଓ, ଅଫିସର ଓ କର୍ମଚାରୀଙ୍କର ମଧ୍ୟ କୋଭିଡ ଟେଷ୍ଟ କରାଯିବ ।

hiranchal ad1
Leave A Reply

Your email address will not be published.

one + one =