୧୮ରୁ ପୁଣି ବର୍ଷା, ଏହି ସବୁ ଜିଲ୍ଲାରେ ଛେଚିବ

0 179

ଭୁବନେଶ୍ୱର:  ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ମିଆଁମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।  ଏନେଇ ଆଇଏମଡି ମହାନିଦେ୍ର୍ଧଶକ ମୃତୁ୍ୟଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ୧୮ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ  କେନ୍ଦ୍ରୀଭୂତ ହେବ ।  ତେବେ ଏହା ବେଶୀ ଘନୀଭୂତ ହେବ ନାହିଁ । ଅତିବେଶୀରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।  ଏହାର ପ୍ରଭାବରେ ୧୮ ତାରିଖ ସନ୍ଧ୍ୟାରୁ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାହେବ । ୧୯ ଓ ୨୦ରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ ।  ୭ରୁ ୧୨ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।  ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରେ ଏହାର ପ୍ରଭାବ ପଡ଼ିବ ।  ଛତିଶଗଡ଼ରେ ମଧ୍ୟ ଆସନ୍ତା ୩ ଦିନରେ ସେପରି ବଡ଼ ବର୍ଷା ହେବନି ।  ୧୮ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ମଧ୍ୟ ବେଶୀ ବର୍ଷା ହେବନାହିଁ ବୋଲି ଆଇଏମଡି ମହାନିଦେ୍ର୍ଧଶକ ମୃତୁ୍ୟଞ୍ଜୟ ମହାପାତ୍ର ସୂଚନା

hiranchal ad1
Leave A Reply

Your email address will not be published.

17 − fourteen =