ବାତ୍ୟାର ରୂପ ନେଲା ‘ୟସ୍‌’, ୨୬ ତାରିଖ ମଧ୍ୟାହ୍ନରେ ସ୍ଥଳଭାଗ ଛୁଇଁବ

0 106

ଭୁବନେଶ୍ୱର : ମାଡି ଆସୁଛି ବାତ୍ୟା ‘ୟସ୍‌’ । ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇ ବାତ୍ୟାର ରୂପ ନେଇଛି । ସୋମବାର ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତରେ ପରିଣତ ହୋଇଥିଲା । ଏବେ ଏହା ବାତ୍ୟାରେ ପରିଣତ ହୋଇଛି । ବାତ୍ୟା ଆସନ୍ତା ୨୬ ତାରିଖ ମଧ୍ୟାହ୍ନରେ ସ୍ଥଳଭାଗ ଛୁଇଁବ ବୋଲି ଆଇଏମ୍‌ଡି ପକ୍ଷରୁ ଜାରି କରାଯାଇଥିବା ଗତପଥ ଓ ଆକଳନରୁ ଅନୁମାନ କରାଯାଉଛି ।

hiranchal ad1
Leave A Reply

Your email address will not be published.

four + five =