କରୋନା ନେଲା ନାବାଳିକାର ଜୀବନ

0 153

ଭୁବନେଶ୍ୱର: କରୋନା ସଂକ୍ରମଣ ହ୍ରାସ ପାଉଥିଲେ ବି ମୃତ୍ୟୁସଂଖ୍ୟାରେ ରୋକ୍ ଲାଗିପାରୁନି । ଶିଶୁମାନଙ୍କ ସଂକ୍ରମଣ ସଂଖ୍ୟା ଧିରେ ଧିରେ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ କରୋନାରେ ଆଜି ଜଣେ ୮ ବର୍ଷର ନାବାଳିକାର ମୃତ୍ୟୁ ହୋଇଛି । ମୃତ ନାବାଳିକା ଜଣକ ଝାରସୁଗୁଡ଼ା ଜିଲ୍ଲାର ବୋଲି ଜଣାପଡିଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଟ୍ୱିଟର ତଥ୍ୟରୁ ଏହି ସୂଚନା ମିଳିଛି ।

hiranchal ad1
Leave A Reply

Your email address will not be published.

four × five =