ମନୀଷ ଅନୁରାଗ ମୃତ୍ୟୁ ମାମଲା : କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ

0 119

ଭୁବନେଶ୍ବର : ବହୁ ଚର୍ଚ୍ଚିତ ମନୀ ଅନୁରାଗ ମୃତ୍ୟୁ ମାମଲାରେ ନିଲମ୍ବିତ ହେଲେ କନେଷ୍ଟବଳ ପ୍ରସନ୍ନ ବେହେରା । ଭୁବନେଶ୍ବର କମିଶନରେଟ୍ ହାବିଲଦାର ଓ କନେଷ୍ଟବଳ ସଂଘର ସଭାପତି ହେଉଛନ୍ତି ପ୍ରସନ୍ନ । ମନୀଷ ମୃତ୍ୟୁ ମାମଲାର ତଦନ୍ତ ଆଧାରରେ ଡିସିପି ନିଲମ୍ବିତ କରିଛନ୍ତି । ବିଳମ୍ବିତ ରାତି ଯାଏଁ ଓ କର୍ଫ୍ୟୁ ନିୟମ ଉଲଘଂନ କରି ବାର୍ ଓ ଡ୍ୟାନ୍ସ ବାର୍ ଚାଲିବା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଅନିର୍ଦ୍ଧିଷ୍ଟ କାଳ ଯାଏଁ ନିଲମ୍ବିତ ।

hiranchal ad1
Leave A Reply

Your email address will not be published.

1 × 1 =