ନାଟ୍ୟକାର ରାମଚନ୍ଦ୍ର ମିଶ୍ରଙ୍କ ୩୦ତମ ଶ୍ରାଦ୍ଧ ବାର୍ଷିକୀ ମହୋତ୍ସବ

0 165

ଦଶପଲ୍ଲା : ଦଶପଲ୍ଲାର ଗୋବିନ୍ଦ ଭବନଠାରେ ଓଡ଼ିଶାର ବିଶିଷ୍ଟ ନାଟ୍ୟକାର ରାମଚନ୍ଦ୍ର ମିଶ୍ରଙ୍କ ୩୦ତମ ଶ୍ରାଦ୍ଧ ବାର୍ଷିକ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ସଭାରେ ସ୍ଥାନୀୟ ବିଧାୟକ ରମେଶ ଚନ୍ଦ୍ର ବେହେରା, ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବାବେଳେ ମୁଖ୍ୟ ବକ୍ତା ଭାବରେ ଓଡ଼ିଶା ସାହିତ୍ୟ ଏକାଡେମୀର ସଦସ୍ୟା ଡ. ପୁଷ୍ପଲତା ରଥ, ସମ୍ମାନିତ ବକ୍ତା ଭାବରେ ନୟାଗଡ଼ ସିଡିପିଓ ଶୁଭେନ୍ଦୁ କୁମାର ସିହ୍ନା, ସମ୍ମାନିତ ଅତିଥି ଉପ ଜିଲ୍ଲାପାଳ ଲଗ୍ନଜିତ୍‌ ରାଉତ୍‌, ଅନ୍ୟତମ ସମ୍ମାନିତ ବକ୍ତା ଦଶପଲ୍ଲା ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁନନ୍ଦା ସାହୁ ଯୋଗଦେଇ ନାଟ୍ୟକାର ରାମଚନ୍ଦ୍ର ମିଶ୍ରଙ୍କ ନାଟ୍ୟ ସମ୍ଭାର ଉପରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମକୁ ଆଡଭୋକେଟ ଶରତଚନ୍ଦ୍ର ବେହେରା ସଂଯୋଜନା କରିଥିବାବେଳେ ସ୍ଥାୟୀ ସଭାପତି ଶୁଶାନ୍ତ କୁମାର ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

hiranchal ad1
Leave A Reply

Your email address will not be published.

15 + 5 =