ଆଜି ଶ୍ରୀଜିଉଙ୍କ ଅଧରପଣା ନୀତି

0 62

ପୁରୀ : ଜନ୍ମବେଦୀରୁ ବାହୁଡ଼ିବା ପରେ ସୁନାବେଶରେ ଦର୍ଶନ ଦେଲେ ରଥାରୁଢ଼ ଚତୁର୍ଦ୍ଧାମୂରତି । ମହଣ ମହଣ ସୁନାରେ ସଜେଇ ହୋଇଥିଲେ ଶ୍ରୀଜିଉ । ଆଜି ତ୍ରୟୋଦଶୀ ତିଥିରେ ରଥାରୁଢ଼ ଶ୍ରୀଜିଉଙ୍କୁ ଅଧରପଣା ଭୋଗ ନୀତି ଅନୁଷ୍ଠିତ ହେବ । ଅଧରପଣା ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ, ରାଘବଦାସ ମଠ ଓ ବଡ଼ଓଡିଆ ମଠ ପକ୍ଷରୁ ସମସ୍ତ ପ୍ରସ୍ତୁତି ହୋଇଥାଏ । ଛାଚି, ସର, କଦଳୀ, ଛେନା, ଗୋଲମରିଚ, କର୍ପୂର ଓ ଜାଇଫଳ ଆଦି ପଣା ସାମଗ୍ରୀ ପହଞ୍ଚାଯାଏ । ମହାପ୍ରଭୁଙ୍କ ସେବକମାନେ ପଣା ପ୍ରସ୍ତୁତ କରିଥାନ୍ତି।

hiranchal ad1
Leave A Reply

Your email address will not be published.

two × three =