ମମିତା ହତ୍ୟାକାଣ୍ଡ ମାମଲା: ଗୋବିନ୍ଦଙ୍କ ସହଯୋଗୀ ରାଧେଶ୍ୟାମ ଗିରଫ

0 239

ବଲାଙ୍ଗୀର : ମମିତା ହତ୍ୟାକାଣ୍ଡ ମାମଲାରେ ଗୋବିନ୍ଦଙ୍କ ସହଯୋଗୀ ଗିରଫ । ସନସାଇନ୍ କଲେଜ ମାଲିକ ଗୋବିନ୍ଦ ସାହୁଙ୍କ ସହଯୋଗୀ ରାଧେଶ୍ୟାମ ଚଣ୍ଡିଙ୍କୁ ଗିରଫ କରିଛି ବଲାଙ୍ଗୀର ପୁଲିସ । ଆଜି ରାଧେଙ୍କୁ ବଙ୍ଗୋମୁଣ୍ଡା ଜେଏମଏଫସି କୋର୍ଟରେ ହାଜର କରାଯିବ । ହତ୍ୟାକାଣ୍ଡରେ ତାଙ୍କ ସଂପୃକ୍ତି ନେଇ ପ୍ରମାଣ ମିଳିବା ପରେ ତାଙ୍କୁ ଗିରଫ କରିଛି ବଲାଙ୍ଗୀର ପୁଲିସ ।

hiranchal ad1
Leave A Reply

Your email address will not be published.

seventeen − 16 =