୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

0 125

ଭୁବନେଶ୍ୱର,: ଆହୁରି ଦୁଇଦିନ ରାଜ୍ୟରେ ପାଗ ମେଘୁଆ ରହିବା ସହ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ଶୁକ୍ରବାର ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ଏଥିରୁ ଭଦ୍ରକ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ାର ସ୍ଥାନେ ସ୍ଥାନେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଅନେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

hiranchal ad1
Leave A Reply

Your email address will not be published.

fourteen − four =