ରାଜ୍ୟରୁ ପୁଣି ବାହାରିଲେ ୭୧୯ ଆକ୍ରାନ୍ତ

0 103

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୧୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

hiring

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮ଜଣ, ବାଲେଶ୍ୱର ଜିଲ୍ଲାରୁ ୪୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୮୯ଜଣ, ଦେବଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୪ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨୩ଜଣ, ଯାଜପୁର ଜିଲ୍ଲାରୁ ୨୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୦ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯ଜଣ, ଷ୍ଟେଟ ପୁଲ୍‌ରୁ ୫୭ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

eleven − four =