ଜେଲ୍ ଗଲା ଗୋବିନ୍ଦ ସାହୁ

0 192

ଭୁବନେଶ୍ୱର: ମହାଲିଙ୍ଗ ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ୫ ଦିନିଆ ରିମାଣ୍ଡ ଅବଧି ଶେଷ ହେବା ପରେ ଜେଲ ଗଲେ ଗୋବିନ୍ଦ ସାହୁ। ଗୋବିନ୍ଦଙ୍କୁ ଆଜି କଂଟାବାଞ୍ଜି ମାଜିଷ୍ଟ୍ରେଟଙ୍କ ପାଖରେ ହାଜର କରାଇଥିଲା ପୋଲିସ। ଏହା ପରେ ଗୋବିନ୍ଦ ସାହୁଙ୍କୁ ଜେଲ ପଠାଇ ଦିଆଯାଇଛି। ଏବେ କଂଟାବାଞ୍ଜି ଜେଲ ହାଜତରେ ରହିବେ ଗୋବିନ୍ଦ ସାହୁ।

hiranchal ad1
Leave A Reply

Your email address will not be published.

4 × 4 =