ଗଜପତିରେ ପୁଣି ୧୮ଟି କରୋନା ପଜିଟିଭ ଚିହ୍ନଟ

0 90

ପାରଳାଖେମୁଣ୍ଡି : ଗଜପତିରେ ପୁଣି ୧୮ଗୋଟି କରୋନା ପଜିଟିଭ ଚିହ୍ନଟ ହୋଇଛି ସୂଚନା ଦେଲେ ଗଜପତି ଜିଲ୍ଲାପାଳ ଅନୁପମ ସାହା । ଗୋଶାଣୀ ବ୍ଳକରୁ ୬ ଜଣ, କାଶୀ ନଗର ବ୍ଳକରୁ ୨ଜଣ, ମୋହନା ବ୍ଳକରୁ ୫ ଜଣ, ପାରଳା ପୌର ପରିଷଦରୁ ୨ଜଣ, ଆର ଉଦୟଗିରି ବ୍ଲକରୁ ୩ ଜଣ ଚିହ୍ନଟ ହୋଇଛନ୍ତି । କରୋନା ଚିହ୍ନଟ ହେବା ପରେ କିଛି ଜଣଙ୍କୁ ହୋମ ଆସୋଲେସନ କୋଭିଡ ହସ୍ପିଟାଲ/କୋଭିଡ କେୟାରକୁ ସ୍ଥାନାନ୍ତରିତ କରାଯାଇଛି ବୋଲି ଗଜପତି ଜିଲ୍ଲାପାଳ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

hiranchal ad1
Leave A Reply

Your email address will not be published.

four + one =