ଗଜପତିରେ ଆଉ 10 ଟି କରୋନା ପଜିଟିଭ ଚିହ୍ନଟ, ସୂଚନା ଦେଲେ ଜିଲ୍ଲାପାଳ ଅନୁପମ ସାହା

0 310

ଗଜପତିରେ ଆଉ 10 ଗୋଟି କରୋନା ପଜିଟିଭ ଚିହ୍ନଟ ହୋଇଛି । ସେମାନେ ସମସ୍ତେ ମହାରାଷ୍ଟ୍ର ଫେରନ୍ତା ଅଟନ୍ତି । ସେମାନେ ସମସ୍ତେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରହୁଥିଲେ । ସେଠାରୁ ସେମାନଙ୍କର ସ୍ୱାବ ସଂଗ୍ରହ କରା ଯାଇ ଥିଲା।

hiring

ରିପୋର୍ଟ ପଜିଟିଭ ଆସିଥିବାରୁ ସେମାନଙ୍କୁ ଆର ସୀତାପୁରଠାରେ ଥିବା ଅସ୍ଥାୟି କୋଭିଡ଼ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ସେମାନଙ୍କ ଚିକିତ୍ସା ସକାଶେ ବୋଲି ଗଜପତି ଜିଲ୍ଲାପାଳ ଅନୁପମ ସାହା ସୂଚନା ଦେଇଛନ୍ତି।

hiranchal ad1
Leave A Reply

Your email address will not be published.

2 × one =