ସୁସ୍ଥ ହେଲା ଆଉ ୮୪ କରୋନା ଆକ୍ରାନ୍ତ

0 120

ଭୁବନେଶ୍ୱର : ରାଜ୍ୟରେ ଆଉ ୮୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ୭୩୩ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୁସ୍ଥ ହୋଇଥିବା ୮୪ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ୨୪, ଯାଜପୁରରୁ ୧୮, ବାଲେଶ୍ୱରରୁ ୧୧, କଟକରୁ ୭, ଭଦ୍ରକରୁ ୬, କେନ୍ଦ୍ରାପଡାରୁ ୫, ଖୋର୍ଦ୍ଧା ଓ ପୁରୀରୁ ୪ଜଣ ଲେଖାଏ, ନୟାଗଡ ଓ ମୟୁରଭଞ୍ଜରୁ ୨ଜଣ ଲେଖାଏଁ ଓ ସୁନ୍ଦରଗଡ ଜଣେ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

19 − 6 =