ଡ୍ରେନକଡରୁ ଅଜଣା ବ୍ୟକ୍ତିଙ୍କ ଶବ ଉଦ୍ଧାର

0 260


ଦାରିଙ୍ଗବାଡ଼ି ୧୪/୧୦: ଦାରିଙ୍ଗବାଡି ଥାନା ଅନ୍ତର୍ଗତ ଶିବ ମନ୍ଦିର ନିକଟ ରାସ୍ତା କଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ ଶରୀର ପଡ଼ି ରହିଛି l ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନଥିବା ବେଳେ ସେ ମାନସିକ ବିକାରଗ୍ରସ୍ତ ବୋଲି ଜଣାପଡ଼ିଛି।ଘଟଣା ସ୍ଥଳରେ ଦାରିଙ୍ଗବାଡ଼ି ପୋଲିସ ପହଞ୍ଚି ଲୋକଙ୍କୁ ପଚାରଉଚାର କରିବା ସହ ତଦନ୍ତ ଆରମ୍ଭ କରିଛି।

hiranchal ad1
Leave A Reply

Your email address will not be published.

one + eight =