ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

0 172

ସମ୍ବଲପୁର: ସମ୍ବଲପୁର ଯୁଯୁମୁରା ଥାନା ଭୀମଖୋଜଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଟ୍ରକ ଏବଂ କାର ମଧ୍ୟରେ ଦୁର୍ଘଟଣା ଘଟିଛି । ଫଳରେ ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଯୁଯୁମୁରା ପୋଲିସ ପହଞ୍ଚିଥିବା ଜଣାପଡ଼ିଛି ।

hiranchal ad1
Leave A Reply

Your email address will not be published.

2 − 2 =