ଓଡିଶାରେ ଅମିତ ଶାହ

0 37

ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଶୁକ୍ରବାର ଆସି ପହଞ୍ଚିଛନ୍ତି। ଶାହା ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ବାଗତ କରିଥିଲେ। ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ମଧ୍ୟ ବିମାନବନ୍ଦରରେ ଉପସ୍ଥିତ ରହି ଶାହଙ୍କୁ ସ୍ବାଗତ କରିଛନ୍ତି। ଆଜି କଟକ, ଭୁବନେଶ୍ୱର, ପାରାଦୀପରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ରହିଛି। ଏଥିସହିତ ମୁଣ୍ଡଳିରେ ସିଆଇଏସ୍‌ଏଫ୍‌ର ୫୭ତମ ପ୍ରତିଷ୍ଠା ଉତ୍ସବରେ ଶାହ ମଧ୍ୟ ଯୋଗ ଦେବାକୁ ଓଡ଼ିଶା ଆସିଛନ୍ତି।

hiranchal ad1
Leave A Reply

Your email address will not be published.

5 × 5 =