ଆପ୍ ପକ୍ଷରୁ ମାସ୍କ ବଣ୍ଟନ

0 62

ପାରଳାଖେମୁଣ୍ଡି : ଆପ୍ ଗଜପତି ତରଫରୁ ଗୁମ୍ମା ବ୍ଲକର ମୁନି ସିଂ ପଞ୍ଚାୟତ ଅନ୍ତର୍ଗତ ବାରଙ୍ଗ ସିଂ ଗ୍ରାମରେ ମାସ୍କ ବଣ୍ଟନ କରାଯାଇଛି । ଆପ୍ ଗଜପତି ଜିଲ୍ଲା ଆବାହକ ଶିଶିର କୁମାର ଭଞ୍ଜ ସାମନ୍ତଙ୍କ ନିର୍ଦ୍ଦେଶରେ ଉକ୍ତ ଗ୍ରାମରେ ମାସ୍କ ବଣ୍ଟନ କରାଯିବା ସହ ଲୋକଙ୍କୁ କୋରୋନା ସଂକ୍ରମଣ ରୁ ବଞ୍ଚିବା ପାଇଁ ସଚେତନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ଆପ୍ ସଦସ୍ୟ ଏଲିୟାଜର ମଣ୍ଡଳ ସମ୍ପାଦନା କରିଥିଲେ ।

hiranchal ad1
Leave A Reply

Your email address will not be published.

5 × four =