ବିଶ୍ୱ ନର୍ସିଂ ଦିବସରେ ନର୍ସମାନଙ୍କ ସହ କଥାହୋଇ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

0 43

ଭୁବନେଶ୍ୱର,୧୨/୫- ଆଜି ବିଶ୍ୱ ନର୍ସିଂ ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ଡାକ୍ତରଖାନା ମାନଙ୍କରେ କାର୍ଯ୍ୟରତ ନର୍ସମାନଙ୍କ ସହ ଫୋନ ଯୋଗେ କଥା ହୋଇ ସେମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ । ନିଜର ବ୍ୟକ୍ତିଗତ ସୁଖଦୁଃଖକୁ ପଛରେ ପକାଇ ସେମାନେ ଯେପରି ରୋଗୀଙ୍କୁ ନିଷ୍ଠାର ସହ ସେବା ଯୋଗାଇ ଚାଲିଛନ୍ତି ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଥିଲେ ।

hiranchal ad1
Leave A Reply

Your email address will not be published.

five × four =