ଭାରତରେ ବିଏଫ୍‌.୭ ଭାରିଆଣ୍ଟର ୪ ମାମଲା ଚିହ୍ନଟ

0 54

ନୂଆଦିଲ୍ଲୀ : ସମଗ୍ର ବିଶ୍ୱରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିଛି। ଚାଇନାରେ ବଢୁଥିବା କରୋନା ଓମିକ୍ରନର ସବ-ଭାରିଆଣ୍ଟ ବିଏଫ୍‌.୭ ଏବଂ ବିଏଫ୍‌.୧୨ ମାମଲା କାୟା ବିସ୍ତାର କରିବା ପରେ ଭୟର ବାତାବରଣ ଦେଖାଦେଇଛି। ତେବେ ଏନେଇ କେନ୍ଦ୍ର ସରକାର ସତର୍କ ହୋଇଯାଇଛନ୍ତି। ଦେଶର ବିଭିନ୍ନ ବିମାନବନ୍ଦରରେ ଏହି ଜୀବାଣୁ ପାଇଁ ବିଦେଶୀ ଯାତ୍ରୀଙ୍କ ଅନିୟମିତ ନମୁନା ସଂଗ୍ରହ ଆରମ୍ଭ ହୋଇଛି। ତେବେ ଏହି ଭୂତାଣୁକୁ ନେଇ ଆତଙ୍କିତ ହେବାର କୌଣସି ଆବଶ୍ୟକତା ନାହିଁ ବୋଲି କେନ୍ଦ୍ର ସରକାର ମଧ୍ୟ କହିଛନ୍ତି।

hiranchal ad1
Leave A Reply

Your email address will not be published.

three × five =